2 Kings 24:2 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଯିହାୟୋଦାରକୀମ୍ଙ୍କ ବିରୁଦ୍ଧ ରେ କଲ୍ଦୀଯ ସୈନ୍ଯଦଳ, ଅରାମୀଯ ସୈନ୍ଯଦଳ, ମାୟୋବୀଯ ସୈନ୍ଯଦଳ ଓ ଅମ୍ମାନେ-ସନ୍ତାନ ମାନଙ୍କ ସୈନ୍ଯଦଳ ପ୍ ରରଣେ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଯାହା କହିଥିଲେ, ସହେି ବାକ୍ଯାନୁସା ରେ ଯିହୁଦାକୁ ବିନାଶ କରିବା ପାଇଁ ତା' ବିରୁଦ୍ଧ ରେ ସମାନଙ୍କେୁ ପ୍ ରରଣେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ; ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଯିହୋୟାକୀ‌ମଙ୍କ ବିରୁଦ୍ଧରେ କ‌ଲ୍‌‌‌ଦୀୟ ସୈନ୍ୟଦଳ, ଅରାମୀୟ ସୈନ୍ୟଦଳ, ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଦ୍ୱାରା ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତା’ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।