2 Kings 24:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟରୁଶାଲମ୍ ଓ ଯିହୁଦା ପ୍ରତି ଏତେ କୋର୍ଧାନ୍ବିତ ହେଲେ ଯେ ସେ ସମାନଙ୍କେୁ ଆପଣା ଛାମୁରୁ ଦୂ ରଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟନା ଘଟିଲା; ଆଉ ସିଦିକୀୟ ବାବିଲରାଜାର ବିଦ୍ରୋହୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ପ୍ରତି ଏତେ କ୍ରୋଧାନ୍ୱିତ ହେଲେ ଯେ ସେ ସେମାନଙ୍କୁ ଆପଣା ଛାମୁରୁ ଦୂରେଇ ଦେଲେ। ନବୂଖଦ୍ନିତ୍ସରଙ୍କ ଦ୍ୱାରା ସିଦିକିୟ ଶାସନର ଅବସାନ ସିଦିକିୟ ବାବିଲ ରାଜାଙ୍କ ଶାସନ ବିରୁଦ୍ଧରେ ବିଦ୍ରୋହୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।