2 Kings 24:3 — Compare Translations

5 translations compared side by side

Odia - 1840
"ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦା ରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହି ରୂପେ ସଦାପ୍ରଭୁ ସମାନଙ୍କେୁ ତାଙ୍କ ଦୃଷ୍ଟିରୁ ଦୂ ରଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦାରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହିରୂପେ ସଦାପ୍ରଭୁ ସେମାନଙ୍କୁ ତାଙ୍କ ଦୃଷ୍ଟିରୁ ଦୂରେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,