2 Kings 24:4 — Compare Translations

5 translations compared side by side

Odia - 1840
"କାରଣ ମନଃଶି ବହୁ ନୀରିହ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯାକରି ସମାନଙ୍କେ ରକ୍ତ ରେ ୟିରୁଶାଲମ୍କୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସହେି ପାପ ପାଇଁ କ୍ଷମା କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା; ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ନୋହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମନଃଶି ବହୁ ନିରୀହ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟାକରି ସେମାନଙ୍କ ରକ୍ତରେ ଯିରୁଶାଲମକୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସେହି ପାପ ପାଇଁ କ୍ଷମା କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)