2 Kings 24:5 — Compare Translations
5 translations compared side by side
Odia - 1840
"ଏହି ଯିହାୟୋଦାରକୀମ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋୟାକୀମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯିହୋୟାକୀମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?