2 Kings 24:6 — Compare Translations

5 translations compared side by side

Odia - 1840
"ଯିହାୟୋଦାରକୀମଙ୍କ ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋୟାକୀମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାକୀ‌ମଙ୍କ ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।