2 Kings 24:7 — Compare Translations

5 translations compared side by side

Odia - 1840
"ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ମଧ୍ଯବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧିନ ରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡି ଆସିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲ୍ର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମଧ୍ୟବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧୀନରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡ଼ି ଆସିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।