2 Kings 24:8 — Compare Translations
5 translations compared side by side
Odia - 1840
"ୟିହୋଯାଖୀନ୍ ଅଷ୍ଟାଦଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ମାତ୍ର ତିନି ମାସ ରାଜତ୍ବ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ୟିରୁଶାଲମ୍ ନିବାସୀ ଇଲ୍ନାଥନ୍ର କନ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସରଙ୍କ ଯିରୁଶାଲମ ଅଧିକାର ଯିହୋୟାଖୀନ୍ ଅଷ୍ଟାଦଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ମାତ୍ର ତିନି ମାସ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ଯିରୁଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା।