2 Kings 24:9 — Compare Translations
5 translations compared side by side
Odia - 1840
"ଯିହାୟୋଦାରଖୀନ୍ ତାଙ୍କ ପିତାଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଖିନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଖୀନ୍ ତାଙ୍କ ପିତାଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଖୀନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଖୀନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।