2 Kings 25:1 — Compare Translations
5 translations compared side by side
Odia - 1840
"ଅନନ୍ତର ସିଦିକିଯଙ୍କ ରାଜତ୍ବର ନବମ ବର୍ଷ ରେ ଦଶମ ମାସର ଦଶମ ଦିନ ରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ଯ ୟିରୁଶାଲମ୍ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ ଏବଂ ୟିରୁଶାଲମକୁ ଅବରୋଧ କଲେ ଓ ତା'ର ଚାରିପାଖ ରେ ସୈନ୍ଯ କତ୍ତୃର୍କ ଅବରୋଧ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ୍ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସିଦିକିୟଙ୍କ ରାଜତ୍ୱର ନବମ ବର୍ଷରେ ଦଶମ ମାସର ଦଶମ ଦିନରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ୟ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ ଏବଂ ଯିରୁଶାଲମକୁ ଅବରୋଧ କଲେ ଓ ତା’ର ଗ୍ଭରିପାଖରେ ସୈନ୍ୟ କତ୍ତୃର୍କ ଅବରୋଧ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।