2 Kings 25:10 — Compare Translations

5 translations compared side by side

Odia - 1840
"ନବୂସରଦନ୍ଙ୍କ ସହିତ ଥିବା ସମସ୍ତ ସୈନ୍ଯ ୟିରୁଶାଲମ୍ର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀରକୁ ଭାଙ୍ଗି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂସ‌ର୍‌ଦ‌‌ନ‌ଙ୍କ ସହିତ ଥିବା ସମସ୍ତ ସୈନ୍ୟ ଯିରୁଶାଲମର ଚତୁର୍ଦ୍ଦିଗରେ ଥିବା ପ୍ରାଚୀରକୁ ଭାଙ୍ଗି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।