2 Kings 25:11 — Compare Translations

5 translations compared side by side

Odia - 1840
"ତା'ପରେ ନବୂସରଦନ୍ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ୍-ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନବୂସ‌ର୍‌ଦ‌‌ନ୍‌ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।