2 Kings 25:12 — Compare Translations
5 translations compared side by side
Odia - 1840
"ସେ କବଳେ ଦରିଦ୍ରତମ ଲୋକମାନଙ୍କୁ ଛାଡି ଗଲା କାରଣ ସମାନେେ ଦ୍ରାକ୍ଷା କ୍ଷତେ ଓ ଅନ୍ଯାନ୍ଯ ଶସ୍ଯର ଯତ୍ନ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେବଳ ଦରିଦ୍ରତମ ଲୋକମାନଙ୍କୁ ଛାଡ଼ି ଗଲା କାରଣ ସେମାନେ ଦ୍ରାକ୍ଷାକ୍ଷେତ୍ର ଓ ଅନ୍ୟାନ୍ୟ ଶସ୍ୟର ଯତ୍ନ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା।