2 Kings 25:13 — Compare Translations
5 translations compared side by side
Odia - 1840
"ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ଯ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠକି ସବୁ ଓ ପିତ୍ତଳମଯ ସମୁଦ୍ର ରୂପ ଦ୍ବୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି କଲଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳ ବାବିଲ୍କୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ସୈନ୍ୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ୟ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ଦ୍ୱୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।