2 Kings 25:14 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ହାଣ୍ତି, କରଚୁଲି, କତୁରି, ଚମସ ସଜାପାଇଁ ସରଞ୍ଜାମ ଓ ଅନ୍ୟ ସମସ୍ତ ବସ୍ତୁ ଯାହା ମନ୍ଦିରର ସବୋ ପାଇଁ ବ୍ଯବହାର ହାଇେଥିଲା, ସମାନେେ ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ବ୍ୟବହୃତ ହାଣ୍ତି, କରଚୁଲି, କତୁରି, ଚମସ ସଜାପାଇଁ ସରଞ୍ଜାମ ଓ ଅନ୍ୟ ସମସ୍ତ ବସ୍ତୁ ଯାହା ମନ୍ଦିରର ସେବା ପାଇଁ ବ୍ୟବହାର ହୋଇଥିଲା, ସେମାନେ ନେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।