2 Kings 25:15 — Compare Translations

5 translations compared side by side

Odia - 1840
"ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ତସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ନବୂସ‌ର୍‌ଦ‌‌ନ୍‌ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।