2 Kings 25:16 — Compare Translations

5 translations compared side by side

Odia - 1840
"ନବୂସରଦନ୍ ନଇେଥିବା ଦ୍ରବ୍ଯ ଗୁଡିକ ହେଲା, ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂସ‌ର୍‌ଦ‌‌ନ୍‌ ନେଇଥିବା ଦ୍ରବ୍ୟ ଗୁଡ଼ିକ ହେଲା, ଯଥା: ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।