2 Kings 25:17 — Compare Translations
4 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ତାଳି ଥିଲା; ଆଉ ମୁଣ୍ତାଳିର ଉଚ୍ଚ ତିନି ହାତ; ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ଵାକୃତି ଥିଲା; ମଧ୍ୟ ଦ୍ଵିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
Odia IRV 2017 (ଓଡିଆ ବାଇବେଲ)