2 Kings 25:18 — Compare Translations

5 translations compared side by side

Odia - 1840
"ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନଯାଜକ ସରାୟଙ୍କୁ ଓ ଦ୍ଵିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ଵାରପାଳଙ୍କୁ ଧରିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ବନ୍ଦୀରୂପେ ନୀତ ପୁଣି ନବୂସ‌ର୍‌ଦ‌‌ନ୍‌ ପ୍ରଧାନ ଯାଜକ ସରାୟ ଦ୍ୱିତୀୟ ଯାଜକ ସିଫନିୟ ଓ ତିନି ଜଣ ଦ୍ୱାରପାଳଙ୍କୁ ନେଇ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।