2 Kings 25:19 — Compare Translations
5 translations compared side by side
Odia - 1840
"ସେ ମଧ୍ଯ ବନ୍ଦୀପରି ନିଆଗେଲ। ଏକ ନଫୁସକକୁ ସୈନ୍ଯମାନଙ୍କର ଦଖାେଶୁଣା, ରାଜାଙ୍କର ଉପଦେଶଗଣ, ସନୋର ସନୋପତିର ସଚିବ, ୟିଏ ଲୋକମାନଙ୍କୁ ଗଣିବାର ଦାଯିତ୍ବ ରେ ଥିଲେ ଏବଂ ସମାନଙ୍କେରୁ ସୈନ୍ଯମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହର ରେ ମଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ-ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକି ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ବନ୍ଦୀପରି ନିଆଗଲେ। ଏକ ନପୁଂସକକୁ ସୈନ୍ୟମାନଙ୍କର ଦେଖାଶୁଣା, ରାଜାଙ୍କର ଉପଦେଶଗଣ, ସେନାର ସେନାପତିର ସଚିବ, ଯିଏ ଲୋକମାନଙ୍କୁ ଗଣିବାର ଦାୟିତ୍ୱରେ ଥିଲେ ଏବଂ ସେମାନଙ୍କରୁ ସୈନ୍ୟମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହରରେ ମଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।