2 Kings 25:2 — Compare Translations
5 translations compared side by side
Odia - 1840
"ସମାନଙ୍କେର ସୈନ୍ଯବାହିନୀ ସିଦିକିଯ ରାଜାଙ୍କ ଏକାଦଶ ବର୍ଷ ରାଜତ୍ବ କାଳ ପର୍ୟ୍ଯନ୍ତ ୟିରୁଶାଲମକୁ ଅବରୋଧ କରି ଘରେି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସିଦିକୀୟ ରାଜାଙ୍କର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସୈନ୍ୟବାହିନୀ ସିଦିକିୟ ରାଜାଙ୍କ ଏକାଦଶ ବର୍ଷ ରାଜତ୍ୱ କାଳ ପର୍ଯ୍ୟନ୍ତ ଯିରୁଶାଲମକୁ ଅବରୋଧ କରି ଘେରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।