2 Kings 25:20 — Compare Translations

5 translations compared side by side

Odia - 1840
"ତା'ପରେ ନବୂସରଦନ୍ ସମାନଙ୍କେୁ ଧରି ହମାତର ରିବ୍ଲା ରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନଇଗେଲା। ବାବିଲର ରାଜା ସମାନଙ୍କେୁ ସହେି ରିବ୍ଲା ରେ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନବୂସ‌ର୍‌ଦ‌‌ନ୍‌ ସେମାନଙ୍କୁ ଧରି ହମାତର ରି‌ବ୍‌ଲାରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନେଇଗଲା। ବାବିଲର ରାଜା ସେମାନଙ୍କୁ ସେହି ରି‌ବ୍‌ଲାରେ ବଧ କଲେ। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହୋଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।