2 Kings 25:22 — Compare Translations
5 translations compared side by side
Odia - 1840
"ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବାବିଲ୍-ରାଜା; ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟକୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜ୍ୟପାଳ ଗଦଲିୟ ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦାରେ ଛାଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ଥିଲା, ବାବିଲର ରାଜା ଗଦଲିୟକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।