2 Kings 25:23 — Compare Translations

5 translations compared side by side

Odia - 1840
"ଏହାପରେ ବାବିଲର ରାଜା ଗଦଲିଯକୁ ଶାସନକର୍ତ୍ତା କରିଅଛ ବୋଲି ଶୁଣି ସନୋପତିଗଣ ଓ ସମାନଙ୍କେ ଲୋକମାନେ ଯଥା: ନଥନିଯର ପୁତ୍ର ଇଶ୍ମାଯଲେ, କା ରହରେ ପୁତ୍ର ୟୋହାନନ୍, ନାଟୋଫାତୀଯଠାରୁ ତନହୂମତର ପୁତ୍ର ସରାଯ, ମାଖାତୀଯର ପୁତ୍ର ୟାସନିଯ ଓ ସମାନଙ୍କେର ଲୋକମାନେ ମିସ୍ପାର ଗଦଲିଯ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବାବିଲ୍-ରାଜା ଗଦଲୀୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାତୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବାବିଲର ରାଜା ଗଦଲିୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ ଯଥା: ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍, ନାଟୋଫାତୀୟଠାରୁ ତନ୍‌‌ହୂମତର ପୁତ୍ର ସରାୟ, ମାଖାତୀୟର ପୁତ୍ର ଯାସନିୟ ଓ ସେମାନଙ୍କର ଲୋକମାନେ ମି‌ସ୍‌ପାର ଗଦଲିୟ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)