2 Kings 25:24 — Compare Translations

5 translations compared side by side

Odia - 1840
"ତହୁଁ ଗଦଲିଯ ଅଧିକାରୀମାନଙ୍କ ନିକଟରେ ଓ ସମାନଙ୍କେ ଲୋକମାନଙ୍କ ନିକଟରେ ଶପଥ କରନ୍ତି, ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠା ରେ ରହି ବାବିଲ ରାଜାର ସବୋ କର। ତା'ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, କଲଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ନ ହୁଅ; ଦେଶରେ ବାସ କରି ବାବିଲ୍-ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଗଦଲିୟ ଅଧିକାରୀମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରନ୍ତି, “ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠାରେ ରହି ବାବିଲ ରାଜାର ସେବା କର। ତା’ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”