2 Kings 25:26 — Compare Translations

5 translations compared side by side

Odia - 1840
"ତା'ପରେ ସମସ୍ତ ସନୋପତିଗଣ ଓ େଛାଟ ବଡ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସମାନେେ କଲଦୀଯମାନଙ୍କୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତ ସେନାପତିଗଣ ଓ ଛୋଟ ବଡ଼ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସେମାନେ କ‌ଲ୍‌‌‌ଦୀୟମାନଙ୍କୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।