2 Kings 25:27 — Compare Translations

5 translations compared side by side

Odia - 1840
"ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ୍-ରାଜା ଇବିଲ୍-ମରୋଦକ୍ ରାଜ୍ୟାରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷର ଦ୍ୱାଦଶ ମାସରେ, ମାସର ସତାଇଶ୍ ଦିନରେ ବାବିଲ ରାଜା ଇବିଲ-ମରୋଦକ୍। ସେ ରାଜତ୍ୱ ଆରମ୍ଭ କରିବା ବର୍ଷରେ ବନ୍ଦୀରୁ ଯିହୁଦାର ରାଜା ଯିହୋୟାଖୀନଙ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ବସିବାକୁ ଦେଲେ। ତାହା ବାବିଲୋ‍ନରେ ତାଙ୍କ ସହିତ ଏପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।