2 Kings 25:28 — Compare Translations
5 translations compared side by side
Odia - 1840
"ଇବିଲ-ମରୋଦକ୍ ଯିହାୟୋଦାରଖୀନ୍ଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ। ସେ ବାବିଲ ରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ୟିହୋଯାଖୀନ୍ଙ୍କୁ ଉଚ୍ଚସ୍ଥାନ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲ୍ରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇବିଲ-ମରୋଦକ୍ ଯିହୋୟାଖୀନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ। ସେ ବାବିଲରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ଯିହୋୟାଖୀନଙ୍କୁ ଉଚ୍ଚସ୍ଥାନ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।