2 Kings 25:3 — Compare Translations
5 translations compared side by side
Odia - 1840
"ନଗର ରେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହାଦୁର୍ଭିକ୍ଷ ଭୟଙ୍କର ମାତ୍ରା ରେ ବଢିଗ୍ଭଲିଲା। ତେଣୁ ଦେଶୀଯ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ଦ୍ରବ୍ଯ ମିଳିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନଗରରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ଭୟଙ୍କର ମାତ୍ରାରେ ବଢ଼ିଗ୍ଭଲିଲା। ତେଣୁ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ଦ୍ରବ୍ୟ ମିଳିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।