2 Kings 25:30 — Compare Translations

5 translations compared side by side

Odia - 1840
"ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ ରାଜାଙ୍କ ଦ୍ବାରା ଯିହାୟୋଦାରଖୀନ୍ଙ୍କୁ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କର ଦିନପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ୍ ରାଜାଙ୍କ ଦ୍ୱାରା ଯିହୋୟାଖୀନଙ୍କୁ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ।