2 Kings 25:4 — Compare Translations
5 translations compared side by side
Odia - 1840
"ସର୍ବଶଷେ ରେ ନବୂଖଦ୍ନିତ୍ସର ସୈନ୍ଯ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସହେି ରାତ୍ରି ରେ ରାଜା ସିଦିକିଯ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ଯ ଫାଟକ ଦଇେ ପଳାଇଲେ। ଯେତବେେଳେ କଲଦୀଯମାନେ ନଗରର ଚତୁର୍ଦ୍ଦିଗ ରେ ବେଢି ରହିଥିଲେ। ପୁଣି ରାଜା ଆରବା ପଥ ଦଇେ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀଣଦ୍ଵାର-ପଥ ଦେଇ ପଳାଇଲେ; ସେ-ସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ; ପୁଣି ରାଜା ଆରବା ପଥଦେଇ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶେଷରେ ନବୂଖଦ୍ନିତ୍ସରଙ୍କ ସୈନ୍ୟ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସେହି ରାତ୍ରିରେ ରାଜା ସିଦିକିୟ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ୟ ଫାଟକ ଦେଇ ପଳାଇଲେ। ଯେତେବେଳେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ବେଢ଼ି ରହିଥିଲେ। ପୁଣି ରାଜା ଆରବା ପଥ ଦେଇ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।