2 Kings 25:5 — Compare Translations

5 translations compared side by side

Odia - 1840
"ତହୁଁ କଲଦୀଯ ସୈନ୍ଯମାନେ ରାଜାଙ୍କ ପଶ୍ଚାତଧାବନ କରି ଯିରୀହାେ ପଦା ରେ ତାଙ୍କୁ ଧରିଲେ। ଯେତବେେଳେ ତାଙ୍କର ସମସ୍ତ ସୈନ୍ଯ ତାଙ୍କୁ ଛାଡି ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ତାଙ୍କୁ ଧରିଲେ; ତହିଁରେ ତାଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ କ‌ଲ୍‌‌‌ଦୀୟ ସୈନ୍ୟମାନେ ରାଜାଙ୍କ ପଶ୍ଚା‌ତ୍‌ଧାବନ କରି ଯିରୀହୋ ପଦାରେ ତାଙ୍କୁ ଧରିଲେ। ଯେତେବେଳେ ତାଙ୍କର ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।