2 Kings 25:6 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ରାଜାଙ୍କୁ ଧରି ରିବ୍ଲା ରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସମାନେେ ତାଙ୍କୁ ଦଣ୍ତ ଦବୋକୁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ତାଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ରାଜାଙ୍କୁ ଧରି ରି‌ବ୍‌ଲାରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସେମାନେ ତାଙ୍କୁ ଦଣ୍ତ ଦେବାକୁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।