2 Kings 25:7 — Compare Translations
5 translations compared side by side
Odia - 1840
"ସମାନେେ ସିଦିକିଯଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖ ରେ ବଧ କଲେ। ତା'ପରେ ସମାନେେ ସିଦିକିଯଙ୍କର ଚକ୍ଷୁ ଉପାଡି ପକାଇଲେ ଓ ତାଙ୍କୁ ଶୃଙ୍ଖଳ ରେ ବାନ୍ଧି ବାବିଲକୁ ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଇରେ ବଦ୍ଧ କରି ବାବିଲ୍କୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସିଦିକିୟଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖରେ ବଧ କଲେ। ତା’ପରେ ସେମାନେ ସିଦିକିୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ ଓ ତାଙ୍କୁ ଶୃଙ୍ଖଳରେ ବାନ୍ଧି ବାବିଲକୁ ନେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।