2 Kings 25:8 — Compare Translations

5 translations compared side by side

Odia - 1840
"ନବୂଖଦ୍ନିତ୍ସର ରାଜତ୍ବର ଉନବିଂଶ ବର୍ଷ ରେ ପଞ୍ଚମ ମାସର ସପ୍ତମ ଦିନ ରେ ବାବିଲ ରାଜାର ଦାସ ନବୂସରଦନ୍ ଉତ୍ତମ ୟୋଦ୍ଧାବର୍ଗର ସନୋପତି ରୂପେ ୟିରୁଶାଲମ୍କୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ୍-ରାଜା ନବୂଖଦ୍ନିତ୍ସରର ଅଧିକାରର ଊଣାଇଶ ବର୍ଷରେ ବାବିଲ୍-ରାଜାର ଦାସ ନବୂସର୍ଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଧ୍ୱଂସ ନବୂଖ‌ଦ୍‌ନିତ୍ସରଙ୍କ ରାଜତ୍ୱର ଉନବିଂଶ ବର୍ଷରେ ପଞ୍ଚମ ମାସର ସପ୍ତମ ଦିନରେ ବାବିଲ ରାଜାର ଦାସ ନବୂସ‌ର୍‌ଦ‌‌ନ୍‌ ଉତ୍ତମ ଯୋଦ୍ଧାବର୍ଗର ସେନାପତି ରୂପେ ଯିରୁଶାଲମକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।