2 Kings 25:9 — Compare Translations
5 translations compared side by side
Odia - 1840
"ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲାବ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂସର୍ଦନ୍ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ଯିରୁଶାଲମର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡ଼ିକୁ ଅଗ୍ନିରେ ଦଗ୍ଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।