2 Kings 3:1 — Compare Translations

5 translations compared side by side

Odia - 1840
"ଆହାବ୍ଙ୍କ ଅନ୍ତେ ତାଙ୍କ ପୁତ୍ର ୟିହୋରାମ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ସେ ଯିହୁଦାର ରାଜା ୟିହୋଶାଫଟଙ୍କର ଅଷ୍ଟାଦଶ ବର୍ଷ ରାଜତ୍ବ କାଳ ରେ ରାଜା ହେଲେ ଓ ଇଶ୍ରାୟେଲ ରେ ବାରବର୍ଷ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଯିହୋଶାଫଟଙ୍କର ଅଧିକାରର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋରାମ୍ ଇସ୍ରାଏଲର ରାଜା ହେଲେ ଆହାବଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ ଶମରିୟାରେ ଇସ୍ରାଏଲ ଉପରେ ରାଜତ୍ୱ କଲେ। ସେ ଯିହୁଦାର ରାଜା ଯିହୋଶାଫଟଙ୍କର ଅଷ୍ଟାଦଶ ବର୍ଷର ରାଜତ୍ୱ କାଳରେ ରାଜା ହେଲେ ଓ ଇସ୍ରାଏଲରେ ବାରବର୍ଷ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ।