2 Kings 3:10 — Compare Translations
5 translations compared side by side
Odia - 1840
"ଶଷେ ରେ ଇଶ୍ରାୟେଲର ରାଜା ଯିହାରୋମ୍ କହିଲେ, ହାୟ, ସଦାପ୍ରଭୁ ମାୟୋବ ହସ୍ତ ରେ ସମର୍ପଣ କରିବାକୁ ଆମ୍ଭ ତିନିଜଣଙ୍କୁ ଏକତ୍ର ଡାକିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲର ରାଜା କହିଲେ, ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ଇସ୍ରାଏଲର ରାଜା ଯିହୋରାମ୍ କହିଲେ, “ହାୟ, ସଦାପ୍ରଭୁ ମୋୟାବ ହସ୍ତରେ ସମର୍ପଣ କରିବାକୁ ଆମ୍ଭ ତିନି ଜଣଙ୍କୁ ଏକତ୍ର ଡାକିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”