2 Kings 3:12 — Compare Translations
5 translations compared side by side
Odia - 1840
"ତହୁଁ ଯିହାଶାଫେଟ୍ କହିଲେ, ସଦାପ୍ରଭୁଙ୍କ ବାକ୍ଯ ତାଙ୍କ ପାଖ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିହୋଶାଫଟ କହିଲେ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି । ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପାଖରେ ଅଛି।” ତେଣୁ ଇସ୍ରାଏଲର ରାଜା, ଯିହୋଶାଫଟ୍ ଓ ଇଦୋମର ରାଜା ଇଲୀଶାୟଙ୍କୁ ଭେଟ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।