2 Kings 3:14 — Compare Translations

5 translations compared side by side

Odia - 1840
"ପୁଣି ଇଲୀଶାୟ କହିଲେ, ମୁଁ ଯିହୁଦାର ରାଜା ଯିହାଶାଫେଟ୍ଙ୍କୁ ସମ୍ମାନ କରେ ଓ ମୁଁ, ସଦାପ୍ରଭୁ ସର୍ବଶକ୍ତିମଯଙ୍କର ସବୋ କରେ। ମୁଁ ସଦାପ୍ରଭୁଙ୍କ ଜୀବିତ ପ୍ରମାଣେ ପ୍ରତିଜ୍ଞା କରୁଛି, କବଳେ ୟିହୋଶାଫଟ୍ଙ୍କ ସକାେଶ ମୁଁ ଏଠାକୁ ଆସିଲି। ଯଦି ଯିହାଶାଫେଟ୍ ଏଠି ନଥାନ୍ତେ ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ଅବଜ୍ଞା କରିଥାନ୍ତି। ମୁଁ ତୁମ୍ଭ ଆଡେ ସମ୍ପୁର୍ଣ୍ଣ ଦୃଷ୍ଟି ପକାଇ ନଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀଶାୟ କହିଲେ, ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ କି ତୁମ୍ଭକୁ ଦେଖନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଲୀଶାୟ କହିଲେ, “ମୁଁ ଯିହୁଦାର ରାଜା ଯିହୋଶାଫ‌ଟଙ୍କୁ ସମ୍ମାନ କରେ ଓ ମୁଁ, ସଦାପ୍ରଭୁ ସର୍ବଶକ୍ତିମୟଙ୍କର ସେବା କରେ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ପ୍ରତିଜ୍ଞା କରୁଛି, କେବଳ ଯିହୋଶାଫ‌ଟଙ୍କ ସକାଶେ ମୁଁ ଏଠାକୁ ଆସିଲି। ଯଦି ଯିହୋଶାଫଟ୍ ଏଠି ନ ଥା’ନ୍ତେ ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ଅବଜ୍ଞା କରିଥା’ନ୍ତି। ମୁଁ ତୁମ୍ଭ ଆଡ଼େ ସମ୍ପୂର୍ଣ୍ଣ ଦୃଷ୍ଟି ପକାଇ ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।