2 Kings 3:15 — Compare Translations
5 translations compared side by side
Odia - 1840
"ତଥାପି ଜଣେ ବୀଣାବାଦକକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ । ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଜଣେ ବୀଣାବାଦକକୁ ଆଣ।” ଯେତେବେଳେ ସେହି ବାଦକ ଆସି ବୀଣା ବାଦନ କଲା ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଏବେ ମୋ’ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।