2 Kings 3:16 — Compare Translations

5 translations compared side by side

Odia - 1840
"ତା'ପରେ ଇଲୀଶାୟ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଉପତ୍ୟକା ରେ ଗାତମାନ ଖୋଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ଉପତ୍ୟକାରେ ଗାତମାନ ଖୋଳ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’