2 Kings 3:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା ମଧ୍ଯ କହନ୍ତି, ତୁମ୍ଭମାନେେ ବାଯୁ ଦେଖିବ ନାହିଁ କି ବୃଷ୍ଟି ଦେଖିବ ନାହିଁ, ମାତ୍ର ଉପତ୍ୟକାଟି ଜଳ ରେ ପରିପୂର୍ଣ୍ଣ ହବେ। ତବେେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସମସ୍ତ ଗୋମଷୋଦି ପଶୁମାନେ ଜଳପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ପାନ କରିବ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା ମଧ୍ୟ କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ କି ବୃଷ୍ଟି ଦେଖିବ ନାହିଁ, ମାତ୍ର ଉପତ୍ୟକାଟି ଜଳରେ ପରିପୂର୍ଣ୍ଣ ହେବ। ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସମସ୍ତ ଗୋମେଷାଦି ପଶୁମାନେ ଜଳପାନ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’
Odia IRV 2017 (ଓଡିଆ ବାଇବେଲ)