2 Kings 3:18 — Compare Translations

5 translations compared side by side

Odia - 1840
"ଏହି କାର୍ୟ୍ଯ ସଦାପ୍ରଭୁଙ୍କ ପାଇଁ କରିବା ଅତି ସହଜ। ସେ ମଧ୍ଯ ମାୟୋବୀଯମାନଙ୍କୁ ତୁମ୍ଭମାନଙ୍କ ହସ୍ତ ରେ ପରାସ୍ତ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କାର୍ଯ୍ୟ ସଦାପ୍ରଭୁଙ୍କ ପାଇଁ କରିବା ଅତି ସହଜ। ସେ ମଧ୍ୟ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ପରାସ୍ତ କରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।