2 Kings 3:19 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପ୍ରେତ୍ୟକକ ପାଚୀର ବେଷ୍ଟିତ ସୁଦୃଢ ଓ ଉତ୍ତମ ନଗରଗୁଡିକୁ ଧ୍ବଂସ କରିବ। ପ୍ରେତ୍ୟକକ ଉତ୍ତମ ବୃକ୍ଷଗୁଡିକୁ କାଟି ପକାଇବ। ନିର୍ଝରଗୁଡିକର ଜଳକୁ ଅଟକାଇ ଓ ପ୍ରେତ୍ୟକକ ଉତ୍ତମ ଭୂମି ଖଣ୍ତକୁ ପଥର ଫୋପାଡି ବିନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବୁଜିଦେବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ତ ପ୍ରସ୍ତରରେ ନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ସୁଦୃଢ଼ ଓ ଉତ୍ତମ ନଗରଗୁଡ଼ିକୁ ଧ୍ୱଂସ କରିବ। ପ୍ରତ୍ୟେକ ଉତ୍ତମ ବୃକ୍ଷଗୁଡ଼ିକୁ କାଟି ପକାଇବ। ନିର୍ଝରଗୁଡ଼ିକର ଜଳକୁ ଅଟକାଇ ଓ ପ୍ରତ୍ୟେକ ଉତ୍ତମ ଭୂମି ଖଣ୍ତକୁ ପଥର ଫୋପାଡ଼ି ବିନାଶ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”