2 Kings 3:2 — Compare Translations
5 translations compared side by side
Odia - 1840
"ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦକାର୍ୟ୍ଯ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ଯ ନଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡିକୁ ଦୂର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ୟ ନ ଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡ଼ିକୁ ଦୂର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରି ଦେଲେ।