2 Kings 3:20 — Compare Translations
5 translations compared side by side
Odia - 1840
"ଏହାପରେ ପ୍ରାତଃକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଇଦୋମର ପଥ ଦଇେ ଜଳ ଆସିଲା ଏବଂ ଉପତ୍ୟକାକୁ ଜଳପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପ୍ରାତଃକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଇଦୋମର ପଥ ଦେଇ ଜଳ ଆସିଲା ଏବଂ ଉପତ୍ୟକାକୁ ଜଳପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରାତଃ କାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।