2 Kings 3:21 — Compare Translations
5 translations compared side by side
Odia - 1840
"ମାଯାେବୀଯମାନେ ଶୁଣିଲେ ଯେ ରାଜାମାନେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସମାନେେ ସମସ୍ତେ ଏପରିକି ଅତ୍ଯଧିକ ବୃଦ୍ଧମାନେ ମଧ୍ଯ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ୟୁଦ୍ଧ ପାଇଁ ସୀମାନ୍ତ ରେ ଅପେକ୍ଷା କରି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ମୋୟାବୀୟ ସମସ୍ତେ ଆପଣା-ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା-ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବୀୟମାନେ ଶୁଣିଲେ ଯେ ରାଜାମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସେମାନେ ସମସ୍ତେ ଏପରିକି ଅତ୍ୟଧିକ ବୃଦ୍ଧମାନେ ମଧ୍ୟ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ଯୁଦ୍ଧ ପାଇଁ ସୀମାନ୍ତରେ ଅପେକ୍ଷା କରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।