2 Kings 3:22 — Compare Translations
5 translations compared side by side
Odia - 1840
"ମାୟୋବୀଯମାନେ ପ୍ରଭାତ ରେ ଉଠିଲା ବେଳେ ସହେି ସମୟରେ ସୂର୍ୟ୍ଯ ଜଳ ଉପରେ ଚମୁକୁ ଥିଲା। ସମାନେେ ଏହାକୁ ସମାନଙ୍କେର ରକ୍ତ ତୁଲ୍ଯ ରଙ୍ଗପରି ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟ-ମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବୀୟମାନେ ପ୍ରଭାତରେ ଉଠିଲା ବେଳେ ସେହି ସମୟରେ ସୂର୍ଯ୍ୟ ଜଳ ଉପରେ ଚମୁକୁ ଥିଲା। ସେମାନେ ଏହାକୁ ସେମାନଙ୍କର ରକ୍ତ ତୁଲ୍ୟ ରଙ୍ଗପରି ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।