2 Kings 3:23 — Compare Translations
5 translations compared side by side
Odia - 1840
"ମାଯାେବୀଯମାନେ କହିଲେ, ରକ୍ତକୁ ଦେଖ, ରାଜାମାନେ ପରସ୍ପର ମଧିଅରେ ବୁଦ୍ଧ କରି ବିନଷ୍ଟ ହାଇେଛନ୍ତି। ସମାନେେ ପରସ୍ପର ମଧିଅରେ ୟୁଦ୍ଧକରି ସମାନଙ୍କେର ଯୋଦ୍ଧାମାନଙ୍କୁ ବଧ କରିଛନ୍ତି। ଗ୍ଭଲ ଏବଂ ସହେି ମୃତ ଶରୀରରୁ ମୂଲ୍ଯବାନ ଜିନିଷମାନ ଲୁଟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ କହିଲେ, ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତିନ୍ତଏହେତୁ ହେ ମୋୟାବ, ଲୁଟିବାକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବୀୟମାନେ କହିଲେ, “ରକ୍ତକୁ ଦେଖ, ରାଜାମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ବିନଷ୍ଟ ହୋଇଛନ୍ତି। ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ସେମାନଙ୍କର ଯୋଦ୍ଧାମାନଙ୍କୁ ବଧ କରିଛନ୍ତି। ଗ୍ଭଲ ଏବଂ ସେହି ମୃତ ଶରୀରରୁ ମୂଲ୍ୟବାନ ଜିନିଷମାନ ଲୁଟିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”